ରାଜ୍ୟ

ଓଡ଼ିଶା- ଝାଡ଼ଖଣ୍ଡ ସୀମାନ୍ତ ଅଂଚଳରେ ମାଓବାଦୀ ପୋଷ୍ଟର

ଓଡ଼ିଶା- ଝାଡ଼ଖଣ୍ଡ ସୀମାନ୍ତ ଅଂଚଳରେ ମାଓବାଦୀ ପୋଷ୍ଟର । ସୁନ୍ଦରଗଡ଼ ଜିଲ୍ଲା କେ ବଲାଙ୍ଗ ଥାନା ଅନ୍ତର୍ଗତ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ବଡ ବାଲିଜୋର, ସୋୟମ୍ବା, ରାନଝଡା ଅଂଚଳରେ ବିଦ୍ୟାଳୟ, ପଞ୍ଚାୟତ କାର୍ଯ୍ୟାଳୟ, ସାପ୍ତାହିକ ହାଟ ଓ ଗଛରେ ମାଓ ପୋଷ୍ଟର, ବ୍ୟାନର ଦେଖିବାକୁ ମିଳିଛି  । ଏଥିରେ ଭୋଟ ବର୍ଜନ ପାଇଁ ଚେତାବନୀ ଦେଇଛନ୍ତି ମାଓବାଦୀ  । ପୋଷ୍ଟର, ବ୍ୟାନର ଲଗାଇ ପୁଣି ମାଓବାଦୀମାନେ ଅଞ୍ଚଳରେ ସେମାନଙ୍କର ଉପସ୍ଥିତି ଜାହିର କରିଛନ୍ତି । କେ. ବଲାଙ୍ଗ ପୋଲିସ ଘଟଣାର ତଦନ୍ତ ଚଳାଇଛି ।

Niharanjan

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

2 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

6 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

6 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

6 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

6 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

7 hours ago