ନାଏବ ସରପଞ୍ଚଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ,ପୋଲିସ ପକ୍ଷରୁ କମ୍ବିଂ ଅପରେସନ ଜାରି

ମାଲକାନଗିରି : ମାତିଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ନାଏବ ସରପଞ୍ଚଙ୍କୁ ହତ୍ୟା। ଛତିଶଗଡ଼ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ। ତାରଲାବେଡ଼ା ନାଏବ ସରପଞ୍ଚଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ମୃତକ ହେଲେ ମୁଚାକି ରାମା । ଘଟଣା ପରେ ପୋଲିସ ପକ୍ଷରୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି।
Also read: ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୪ ହାର୍ଡକୋର ମାଓବାଦୀ