ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ, ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା

ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଧେହ କରି ଚିତ୍ରାଗେଲୁର ଗାଁର ରାମା ପୁନେମ ଗୁଳି କରି ହତ୍ୟା କଲେ ମାଓବାଦୀ।

ମାଲକାନଗିରି: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଧେହ କରି ଚିତ୍ରାଗେଲୁର ଗାଁର ରାମା ପୁନେମ ଗୁଳି କରି ହତ୍ୟା କଲେ ମାଓବାଦୀ। ଘଟଣା ସ୍ଥଳରେ ପୋଲିସ ପକ୍ଷରୁ କୁମ୍ବିଂ ଅପରେସନକୁ ଜୋରଦାର କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.