ମାଲକାନଗିରି: ଫେଲ୍ ମାରିଲା ମାଓବାଦୀଙ୍କ ଯୋଜନା। ମାଲକାନଗିରି ଜିଲ୍ଲା ପିପୋଲପଦରରେ ଉଦ୍ଧାର ହେଲା ଲ୍ୟାଣ୍ଡମାଇନ୍ । ମାଓବାଦୀଙ୍କ ଯୋଜନାକୁ ପଣ୍ଡ କରିଛନ୍ତି BSF ଜବାନ୍ । ପିପୋଲପଦର ନିକଟରେ ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଲ୍ୟାଣ୍ଡମାଇନ୍ ଉଦ୍ଧାର କଲେ ୧୪୪ ବାଟାଲିୟନ୍ର BSF ଜବାନ୍ ।
ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ଏହା ଖଞ୍ଜା ଯାଇଥିଲା । ମାଓବିରୋଧୀ ଅପରେସନ୍ରେ ସାମିଲ୍ ଥିବା ଯବାନ୍ଙ୍କୁ କ୍ଷତି ପହଞ୍ଚାଇବା ପାଇଁ ଏମିତି ଯୋଜନା କରିଥିଲେ ମାଓବାଦୀ । ଉଦ୍ଧାର ହୋଇଥିବା ଲ୍ୟାଣ୍ଡମାଇନ୍ ଅତି ଭୟଙ୍କର ଥିଲା । ଅତି ସହଜରେ ଯବାନ୍ଙ୍କ ଗାଡିକୁ ୨୦ରୁ ୨୫ ଫୁଟ୍ ଉଡାଇବାରେ କ୍ଷମତା ରହିଥିଲା ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…