ରାଜ୍ୟ

ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ: ସଡ଼କ ନିର୍ମାଣ କାର୍ଯ୍ୟରେ ନିୟୋଜିତ ୧୨ଟି ଗାଡି ଜାଳିଦେଲେ

ମାଲକାନଗିରି(କେନ୍ଯୁଜ୍): ପୁଣି ମାଓବାଦୀଙ୍କ ଉପଦ୍ରବ। ମହାରାଷ୍ଟ୍ର ଗଡ଼ଚିରଲୀରେ ପୁଣି ବଡ଼ ଧରଣର ଲଙ୍କାକାଣ୍ଡ ଘଟାଇଲେ ମାଓବାଦୀ। ସଡ଼କ ନିର୍ମାଣ କାର୍ଯ୍ୟରେ ନିୟୋଜିତ ୧୨ଟି ଗାଡି ଜାଳିଦେଲେ ମାଓବାଦୀ।

ଏହି ଗାଡି ଗୁଡିକ ଭିତରେ ରହିଛି  ୯ଟି ଟ୍ରାକ୍ଟର, ଦୁଇଟି JCB ଏବଂ ଗୋଟିଏ ଗ୍ରେଡର । ଯାହାକୁ ଜାଳି ଦେଇଛନ୍ତି ମାଓବାଦୀ। ଏହାସହିତ ଘଟଣାସ୍ଥଳରେ ଲଗାଇଛନ୍ତି ମାଓ ବ୍ୟାନର ଏବଂ ପୋଷ୍ଟର।

Sonalisa

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

14 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

25 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

35 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

2 hours ago