ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନ ବିବାଦ ନେଇ କଟକ ସଵ ରେଜିଷ୍ଟ୍ରାରଙ୍କ କୋର୍ଟରେ ହାଜର ହେଲେ ବାନ୍ଧବୀ ସୋମାଲିକା। ଅଭିଯୋଗକାରିଣୀ ସୋମାଲିକା ନୋଟିସ ପାଇ ବିବାହ ପଞ୍ଜିକରଣ ଅଧିକାରୀଙ୍କ ନିକଟରେ ପହଞ୍ଚିଛନ୍ତି ।
କିନ୍ତୁ ବିବାହ ପାଇଁ ଆବେଦନ କରିଥିବା ବିଜୟ ଶଙ୍କର ଦାସ କିମ୍ବା ବିବାହ ପାଇଁ ଆବେଦନ କରିଥିବା ଯୁବତୀ ଏ ଯାଏଁ ପହଁଚି ନାହାଁନ୍ତି। ସୋମାଲିକା ଏହି ବିବାହକୁ କାହିଁକି ପ୍ରତିବାଦ କରୁଛନ୍ତି ଓ ତାଙ୍କ ନିକଟରେ କଣ ପ୍ରମାଣ ରହିଛି ସେ ନେଇ ଏକାଧିକ ପ୍ରଶ୍ନ କରିଛନ୍ତି ବିବାହ ପଞ୍ଜିକରଣ ଅଧିକାରୀ।
ଅନ୍ୟ ଜଣେ ଯୁବତୀଙ୍କୁ ବିବାହ ପାଇଁ ସେପ୍ଟେମ୍ବର ୨୧ରେ କଟକ ସବରେଜିଷ୍ଟ୍ରାରଙ୍କ ନିକଟରେ ବିଜୟ ଶଙ୍କର ଆବେଦନ କରିଛନ୍ତି। ନ୍ୟାୟ ନ ମିଳିବା ଯାଏ ବିଜୟଙ୍କ ବାହାଘର ବନ୍ଦ ରହୁ ବୋଲି ସୋମାଲିକା କହିଛନ୍ତି। ବିଧାୟକ ହୋଇ ବିଜୟ ଶଙ୍କର ଭୁଲ ତଥ୍ଯ ଦେଉଥିବା ସେ ଅଭିଯୋଗ ଆଣିଛନ୍ତି।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…