ଜୟପୁର କେନ୍ୟୁଜ୍(ବ୍ୟୁରୋ): କରୋନା କଟକଣା ଉଲ୍ଲଂଘନ କରି ତଣ୍ଡ ଗଣିଲେ । ଜୟପୁର ସହରର ୩ଟି ସ୍ଥାନରେ ଚାଲିଥିଲା ବାହାଘର ଭୋଜି । ୨୫ ଜଣଙ୍କୁ ଅନୁମତି ଥିବାବେଳେ ୩୦୦ରୁ ଅଧିକ ଲୋକଙ୍କ ପାଇଁ ଭୋଜିଭାତ ହୋଇଥିଲା।
ଖବରପାଇ ଜୟପୁର ତହସିଲଦାର ଓ ଟାଉନ ଥାନା ଅଧିକାରୀ ସଞ୍ଜୟ ମଣ୍ଡଳ ପହଞ୍ଚି ଭୋଜିଭାତ ବନ୍ଦ କରିଥିଲେ । କୋଭିଡ ଗାଇଡଲାଇନ ଅନୁସାରେ ୨୦ହଜାର ଟଙ୍କା ଫାଇନ ଆଦାୟ କରିଛି ପୋଲିସ ।
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…