ପୁରୀ : ପୁରୀ ଜିଲ୍ଲା ସ୍କୁଲକୁ ଅଚାନକ ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ। ୩ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଅନୁପସ୍ଥିତ ଥିବାରୁ ସେମାନଙ୍କ ଗୋଟିଏ ଦିନର ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ବିନା ଆପ୍ଲିକେସନରେ ଅନୁପସ୍ଥିତ ଥିବା ନେଇ ମନ୍ତ୍ରୀ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି। ନୂତନ ଶିକ୍ଷା ପ୍ରଣାଳୀ ସମ୍ପର୍କରେ ଛାତ୍ରଛାତ୍ରୀମାନେ ଅବଗତ ଅଛନ୍ତି କି ନାହିଁ ସେନେଇ ମନ୍ତ୍ରୀ ଜାଣିବାକୁ ଚାହିଁଥିଲେ। ଆଗାମୀ ମାର୍ଚ୍ଚ ମାସରେ ବୋର୍ଡ ଅଫ୍ ସେକେଣ୍ଡାରୀ ଦ୍ୱାରା କରାଯାଉଥିବା ପରୀକ୍ଷା କରିବା ପାଇଁ DEOଙ୍କୁ ନିର୍ଦ୍ଦେଶ ଦେଇଥିଲେ ମନ୍ତ୍ରୀ।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…