କଟକ(କେନ୍ୟୁଜ୍):୪୩ ହଜାରରୁ ଅଧିକ ପିଲା ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିବା ପ୍ରସଙ୍ଗରେ ତତ୍ପରତା ଦେଖାଇଲା ଗଣଶିକ୍ଷା ବିଭାଗ। ସମସ୍ତ ଡିଇଓ ମାନଙ୍କୁ ଚିଠି ଲେଖି ଜବାବ୍ ମାଗିଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ ବିଷ୍ଣୁପଦ ସେଠୀ। ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ୪୩ ହଜାରରୁ ଅଧିକ ପିଲା ଅନୁପସ୍ଥିତ ରହିଛନ୍ତି। କାହିଁକି ପିଲାମାନେ ପରୀକ୍ଷା ଦେବାକୁ ଆସିଲେ ନାହିଁ ତାହା ସ୍କୁଲ ସ୍ତରରେ ତର୍ଜମା କରିବାକୁ ନିର୍ଦ୍ଦେଶ।
ଚିଠିରେ ଜିଲ୍ଲା ଶିକ୍ଷାଧିକାରୀମାନଙ୍କୁ କଡ଼ା ତାଗିଦ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ। ରିପୋର୍ଟ ଅନୁସାରେ ୪୩, ୪୮୯ ପିଲା ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେଇନାହାନ୍ତି। ଏତେ ସଂଖ୍ୟକ ପିଲା ମାଟ୍ରିକ ପରୀକ୍ଷା ନଦେବା ଚିନ୍ତାର ବିଷୟ ବୋଲି ସଚିବ କହିଛନ୍ତି।
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…