ଯାଜପୁର: ଦଶରଥପୁରରେ ଭୟାବହ ଅଗ୍ନିକାଣ୍ଡ, ୩୦ରୁ ଊର୍ଦ୍ଧ୍ବ ଛେଳି ଜୀବନ୍ତ ଦଗ୍ଧ

ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅନ୍ତର୍ଗତ ଦତ୍ତପୁର ପଞ୍ଚାୟତ ନାରାୟଣପୁର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅରୁଣଙ୍କ ୨ ବଖରା ଘର ଭସ୍ମୀଭୂତ ହେବା ସହ ୩୦ରୁ ଊର୍ଦ୍ଧ୍ବ ଛେଳି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି ।

ଯାଜପୁର (କେନ୍ୟୁଜ୍‌): ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅନ୍ତର୍ଗତ ଦତ୍ତପୁର ପଞ୍ଚାୟତ ନାରାୟଣପୁର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅରୁଣଙ୍କ ୨ ବଖରା ଘର ଭସ୍ମୀଭୂତ ହେବା ସହ ୩୦ରୁ ଊର୍ଦ୍ଧ୍ବ ଛେଳି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଅରୁଣ ଜଣେ ଦିଵ୍ୟାଙ୍ଗ ହୋଇଥିବା ଯୋଗୁ ତାଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ନିବେଦନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.