ରାଜ୍ୟ

ବ୍ୟାଙ୍କ ଋଣ ଦେବା ନାଁରେ ବଡ ଧରଣର ଠକେଇ ମାମଲା: ପୂର୍ବତନ ମ୍ୟାନେଜରଙ୍କୁ ଗିରଫ କଲା EOW

(କେନ୍ୟୁଜ): ବ୍ୟାଙ୍କ ଋଣ ଦେବା ନାଁରେ ବଡ ଧରଣର ଠକେଇ ମାମଲାରେ ବନ୍ଧା ହେଲେ ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ସ୍ୱୟଂ ପ୍ରକାଶ ପରିଡା। ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ପୂର୍ବତନ ମ୍ୟାନେଜର ସ୍ୱୟଂ ପ୍ରକାଶ ପରିଡ଼ାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା।

୨୦୧୫ ରୁ ୨୦୧୭ ମଧ୍ୟରେ ଲୋନ୍‌ ଦେବା ନାଁରେ ଏକ କୋଟି ୯ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ ହୋଇଥିଲା। ଜାଲ୍‌ ଡକ୍ୟୁମେଣ୍ଟ ଦେଇ ବିଭିନ୍ନ ବ୍ୟାଙ୍କରେ ଆକାଉଣ୍ଟ ଖୋଲି ଲୋନ୍‌ ମଞ୍ଜୁର କରାଯାଇଥିଲା। ୨୪ଟି ଗାଡ଼ି ଲୋନ୍‌ ଓ ସିସି ଲୋନ୍‌ ଫେକ୍‌ ଆକାଉଣ୍ଟରେ ମଞ୍ଜୁର କରିଥିଲେ ସ୍ୱୟଂ।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

1 hour ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

5 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

5 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

5 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

6 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

6 hours ago