ଆସନ୍ତାକାଲିଠାରୁ ଆରମ୍ଭ ହେବ ମାଟ୍ରିକ୍‌ ଖାତା ଦେଖା, କରୋନା ଭୟ ଥିବାରୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ମାଟ୍ରିକ୍‌ ଖାତା ଦେଖା । ରାଜ୍ୟ ସରକାରଙ୍କ ଗାଇଡ୍‌ ଲାଇନ୍‌ ଅନୁସାରେ ଖାତା ଦେଖିବା ପାଇଁ ବ୍ୟବସ୍ଥା କରିଛି ମାଧ୍ୟମିକ ଶିକ୍ଷା ପରିଷଦ । ୧୬ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ୬୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିବେ । କରୋନା ଭୟ ଥିବାରୁ ଖାତା ଦେଖିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.