ରାଜ୍ୟ

ଆଜି ରିପୋର୍ଟ କାଲିଠୁ ମାଟ୍ରିକ ଖାତାଦେଖା, COVID-୧୯ ପାଇଁ କେନ୍ଦ୍ରରେ ବ୍ୟାପକ ସତର୍କତା

ଭୁବନେଶ୍ବର: ଆଜି ରିପୋର୍ଟ, କାଲି ଖାତାଦେଖା। ଆସନ୍ତାକାଲିଠୁ ଆରମ୍ଭ ହେଉଛି ମାଟ୍ରିକ ଖାତାଦେଖା। ଆଜି ମୂଲ୍ୟାଙ୍କନ କେନ୍ଦ୍ରରେ ରିପୋର୍ଟ କରିବେ ଶିକ୍ଷକ। ରାଜ୍ୟ ସରକାରଙ୍କ ଗାଇଡ୍‌ ଲାଇନ୍‌ ଅନୁସାରେ ଖାତା ଦେଖିବା ପାଇଁ ବ୍ୟବସ୍ଥା କରିଛି ମାଧ୍ୟମିକ ଶିକ୍ଷା ପରିଷଦ । ୧୬ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ୬୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିବେ ।

କରୋନା ଭୟ ଥିବାରୁ ଖାତା ଦେଖିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। କୌଣସି ସ୍ଥାନରେ ଏକତ୍ର ନହେବା ପାଇଁ ପରାମର୍ଶ ଦିଆଯାଇଛି। ଶିକ୍ଷକ ଶିକ୍ଷୟିତ୍ରୀମାନେ ପର୍ଯ୍ୟାୟକ୍ରମେ ମୂଲ୍ୟାନ କେନ୍ଦ୍ର ଭିତରକୁ ଯିବେ। ଏନେଇ ବୋର୍ଡ ପକ୍ଷରୁ ସବୁ DEOଙ୍କୁ ହୋଇଛି ଚିଠି ଲେଖାଯାଇଛି। ସବୁ କେନ୍ଦ୍ରରେ ହ୍ୟାଣ୍ଡୱାସ୍‌, ମାସ୍କ ସାନିଟାଇଜର ରଖାଯିବାର ବ୍ୟବସ୍ଥା କରାଯାଇଛି। ଏପ୍ରିଲ ୧୦ ତାରିଖ ସୁଦ୍ଧା ମୂଲ୍ୟାୟନ ଶେଷ କରିବାକୁ ବୋର୍ଡ ପକ୍ଷରୁ ସମୟ ଧାର୍ଯ୍ୟ ହୋଇଛି।

 

KNews Bureau

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

39 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

43 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

1 hour ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

1 hour ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

1 hour ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

1 hour ago