ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ପରୀକ୍ଷା

ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ । ଏହାସହ ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକତ୍ରିତ ଚାଲିବ । ଚଳିତ ବର୍ଷ ୫ ଲକ୍ଷ ୫୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।

କଟକ(କେନ୍ୟୁଜ): ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ମାଟ୍ରିକ ପରୀକ୍ଷା ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ । ଏହାସହ ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକତ୍ରିତ ଚାଲିବ । ଚଳିତ ବର୍ଷ ୫ ଲକ୍ଷ ୫୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।

ଏଥିପାଇଁ ଓଡିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ହୋଇଛି l ଗଞ୍ଜାମ ଜିଲ୍ଲାରେ ୬୩୬ ବିଦ୍ୟାଳୟ ର ୪୫ ହଜାର ୬୩୯ ପରୀକ୍ଷାର୍ଥୀ ନାମ ପଞ୍ଜିକରଣ କରିଛନ୍ତି l ପ୍ରଶ୍ନ ଓ ଉତ୍ତର ଖାତା ସୁରକ୍ଷିତ ରଖିବା ପାଇଁ ୧୬ ଟି ନୋଡାଲ କେନ୍ଦ୍ର ହୋଇଥିବା ବେଳେ ୨୧୭ ଟି ପରୀକ୍ଷା କେନ୍ଦ୍ର ହୋଇଛି l ଏ ସମ୍ପର୍କରେ ଅଧିକ ସୂଚନା ଦେଉଛନ୍ତି ଆମ ଦକ୍ଷିଣ ଓଡିଶା ମୁଖ୍ୟ ପ୍ରକାଶ ପଟ୍ଟନାୟକ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.