Below header

ପରୀକ୍ଷା ସରିବା ପୂର୍ବରୁ ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ! ଗୁଜବ ସୃଷ୍ଟି ହେଉଥିବା ନେଇ କହିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍): ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ। ପରୀକ୍ଷା ସରିବା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି, ମାଟ୍ରିକ ପ୍ରଶ୍ନପତ୍ର ଲିକ୍‌ ହୋଇନାହିଁ।

viralଭାଇରାଲ ନେଇ ଗୁଜବ ସୃଷ୍ଟି ହୋଇଛି। କଡ଼ା ସୁରକ୍ଷା ମଧ୍ୟରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିଛି। ଛାତ୍ରଛାତ୍ରୀମାନେ ଶାନ୍ତି ଶୃଙ୍ଖଲାର ସହ ପରୀକ୍ଷା ଦେଉଥିବା ମନ୍ତ୍ରୀ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.