କେନ୍ୟୁଜ୍(ବ୍ୟୁରୋ): କାଲି ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷାଫଳ ବାହାରିବ । ଦିନ ୧୨ଟାରୁ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ । www.bseodisha.ac.inରେ ଫଳାଫଳ ଜାଣି ପାରିବେ ଛାତ୍ରଛାତ୍ରୀ । ସେହିପରି ଏସଏମଏସ୍ ଜରିଆରେ ବି ରେଜଲ୍ଟ ଜାଣିପାରିବେ । କାଲି ଷ୍ଟେଟ୍ ଓପନ୍ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ । ଏପ୍ରିଲ୍ ୩ ତାରିଖଠାରୁ ମାଟ୍ରିକ୍, ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିଲା ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…