ଆସନ୍ତାକାଲି ଘୋଷଣା ହେବ ମାଟ୍ରିକ୍‌ ରେଜଲ୍ଟ ତାରିଖ, ଚଳିତବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦେଇଛନ୍ତି ପରୀକ୍ଷା

ଭୁବନେଶ୍ୱର (କେନ୍ୟୁଜ୍): ଆସନ୍ତାକାଲି ଘୋଷଣା ହେବ ମାଟ୍ରିକ୍‌ ରେଜଲ୍ଟ ତାରିଖ । ବିଧାନସଭା ପରିସରରେ ରେଜଲ୍ଟ ତାରିଖ ଘୋଷଣା କରିବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।

ଚଳିତବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ୫୮ଟି କେନ୍ଦ୍ରରେ ମୂଲ୍ୟାୟନ ହୋଇଥିଲା । ୧୨ ହଜାରରୁ ଅଧିକ ଶିକ୍ଷକ, ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.