କଟକ(କେନ୍ଯୁଜ୍): ଆଜି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ଅପରାହ୍ନ ୪ଟାରେ କଟକ ବୋର୍ଡ ଅଫିସରେ ଫଳ ପ୍ରକାଶ ପାଇବ । ସଂଧ୍ୟା ୬ଟା ପରେ ବୋର୍ଡ ୱେବସାଇଟ୍ରେ ଫଳାଫଳ ଉପଲବ୍ଧ ହେବ । www.bseodisha.ac.in ଓ www.bseodisha.nic.inରେ ଲଗ୍ ଇନ୍ ରେଜଲ୍ଟ ପାଇବେ ଛାତ୍ରଛାତ୍ରୀ ।
ଏସଏମଏସରେ ମଧ୍ୟ ପରୀକ୍ଷାଫଳ ଜାଣିପାରିବେ । ମୋବାଇଲରେ OR01 ଲେଖି ସ୍ପେସ ପରେ ରୋଲ ନମ୍ବର ଲେଖି 5676750କୁ ମେସେଜ ପଠାଇବେ । ମାଟ୍ରିକ ସହ ଓପନ ସ୍କୁଲ ସାର୍ଟିଫିକେଟ ଓ ମଧ୍ୟମା ରେଜଲ୍ଟ ଏକାସଙ୍ଗେ ପ୍ରକାଶିତ ହେବ ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…