ଭୁବନେଶ୍ୱର(କେନ୍ୟୁଜ୍): ଶେଷ ହେଲା ମାଟ୍ରିକ ସମେଟିଭ-୧ ପରୀକ୍ଷା। ଡିସେମ୍ବର ୯ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ ପ୍ରକ୍ରିୟା। ପ୍ରାୟ ୧୨ ହଜାର ୨୫୦ ଜଣ ଶିକ୍ଷକ ପରୀକ୍ଷା ଖାତା ମୂଲ୍ୟାୟନ କରିବେ। ୫୬ଟି କେନ୍ଦ୍ରରେ ଖାତା ଦେଖାଯିବ।
୧୦ ଦିନ ଧରି ଚାଲିବ ପରୀକ୍ଷା ଖାତା ମୂଲ୍ୟାୟନ। ସକାଳ ୯ଟାରୁ ସନ୍ଧ୍ୟା ୫ଟା ଯାଏ ଖାତା ଦେଖା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ଉପସଭାପତି ଡ. ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…