ନିଜ ସ୍କୁଲରେ ମାଟ୍ରିକ୍‌ ପରୀକ୍ଷା ଦେବେ ଛାତ୍ରଛାତ୍ରୀ, ଅଢ଼େଇ ଘଣ୍ଟା ବଦଳରେ ୨ ଘଣ୍ଟା ରହିବ ପରୀକ୍ଷା ଅବଧି

କଟକ(କେ ନ୍ୟୁଜ): ଏଥର ନିଜ ସ୍କୁଲରେ ହେବ ମାଟ୍ରିକ୍‌ ପରୀକ୍ଷା। ଚଳିତ ବର୍ଷ ନିଜ ସ୍କୁଲରେ ମାଟ୍ରିକ୍‌ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଅଢ଼େଇ ଘଣ୍ଟା ବଦଳରେ ୨ ଘଣ୍ଟା ରହିବ ପରୀକ୍ଷା ଅବଧି। କରୋନା ପାଇଁ ଛାତ୍ରଛାତ୍ରୀଙ୍କ ସୁବିଧାକୁ ନଜରରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ରହିବା ଓ ଯାତାୟତ ଅସୁବିଧା ଆଶଙ୍କାରେ ନିଆଯାଇଛି ନିଷ୍ପତ୍ତି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.