ରାଜ୍ୟ

ରାଜ୍ୟରେ ୧୮ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ତାପମାତ୍ରା, ମାଲକାନଗିରି ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ୧୮ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ରହିଛି ତାପମାତ୍ରା । ୩୭ ଡିଗ୍ରୀ ସହ ମାଲକାନଗିରି ସବୁଠୁ ଉତ୍ତପ୍ତ ସହର । ଭୁବନେଶ୍ୱରରେ ରହିଥିଲା ୩୫. ୯ ଡିଗ୍ରୀ । ତେବେ ଏଥିରୁ ଆଶ୍ବସ୍ତି ମିଳିବା ପାଇଁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ଆଖପାଖ ଅଞ୍ଚଳରେ ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୦ ତାରିଖରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ଏଥିପାଇଁ ୨୦ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ଯେଉଁମାନେ ଗଭୀର ସମୁଦ୍ର ମଧ୍ୟକୁ ଯାଇଛନ୍ତି, ୨୦ ତାରିଖ ସୁଦ୍ଧା ଫେରି ଆସିବାକୁ କୁହାଯାଇଛି ।

Sonalisa

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ଆପଣଙ୍କ ମନୋବଳ ଦୃଢ଼ ହେବ । ଯେଉଁମାନେ ରାଜନୀତିରେ କାର୍ଯ୍ୟ କରୁଛନ୍ତି, ସେମାନଙ୍କ ପ୍ରଭାବ ଚାରିଆଡେ ବ୍ୟାପିବ।…

50 mins ago

ମା’ ଝିଅକୁ ବିଲ ମଝିରେ ହତ୍ୟା କଲା ନାବାଳକ

ଭଦ୍ରକ( କେନ୍ୟୁଜ୍‌): ବିଲ ମଝିରେ ପଡ଼ି ରହିଛି ମୃତଦେହ । ରୁଣ୍ଡ ହୋଇଛନ୍ତି ଲୋକେ । ଆଉ ସ୍ତ୍ରୀର ଶବ…

4 hours ago

ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର

ପୁରୀ(କେନ୍ୟୁଜ୍‌): ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ବିଷୟରେ…

4 hours ago

ଖୋଲିଲା ଭଦ୍ରକ ଜିଲ୍ଲା ବସ୍ ସିଣ୍ଡିକେଟ

ଭଦ୍ରକ (କେନ୍ୟୁଜ୍‌): ଦୀର୍ଘ ବର୍ଷ ପରେ ଖୋଲିଲା ଭଦ୍ରକ ଜିଲ୍ଲା ବସ ସିଣ୍ଡିକେଟ । ପ୍ରଶାସନିକ ଅଧିକାରୀ ଓ ପୋଲିସ…

5 hours ago

ନନ୍ଦନକାନନ ବୁଲି ସମସ୍ୟା ବୁଝିଲେ ନୂଆ ମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନନ୍ଦନକାନନ ବୁଲିଲେ ନୂଆ ମନ୍ତ୍ରୀ । ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ…

6 hours ago

ନବୀନ ହେଲେ ବିରୋଧୀ ଦଳ ନେତା, ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ପଟ୍ଟନାୟକ ହେଲେ ବିଧାନସଭାରେ ବିରୋଧୀ ଦଳ ନେତା । ଶଙ୍ଖ ଭବନରେ ବସିଥିବା ବିଧାୟକ ଦଳ ବୈଠକରେ…

6 hours ago