ବାରିପଦା(କେନ୍ୟୁଜ୍) : ମନମୋହୁଛି ମୟୁରଭଞ୍ଜ ମହୋତ୍ସବ। ଉତ୍ସବ ମୁଖର ବାରିପଦା ସହର। ପ୍ରଥମ ଦିନରେ ଜିଲ୍ଲାର ବିଭିନ୍ନ କଳାକାରଙ୍କୁ ନେଇ ପାରମ୍ପରିକ ନୃତ୍ୟ ଓ ଗୀତରେ ଆରମ୍ଭ ହୋଇଛି କାର୍ନିଭାଲ୍ ସୋ। କଳାକାରଙ୍କ ସହ ଝୁମିଛନ୍ତି ବାରିପଦା ବାସିନ୍ଦା। ଅଭିନେତା ଉତ୍ତମ ମହାନ୍ତି ମହୋତ୍ସବକୁ ଉଦ୍ଘାଟନ କରିଥିଲେ। ୪ଦିନ ଧରି ଛଉ ପଡିଆରେ ଚାଲିବ ମହୋତ୍ସବ। ନୀଚଗୀତ ସହ ଦର୍ଶକମାନେ ମୁଢି ମାଂସର ମଧ୍ୟ ମଜା ନେଉଛନ୍ତି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…