ଯାଜପୁର ଟାଉନ(କେନ୍ୟୁଜ୍): ଯାଜପୁର ମେଡିକାଲ କଲେଜକୁ ଆଜି ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ଏହି ପ୍ରକଳ୍ପ ପାଇଁ ୪୨୬ କୋଟି ୫୧ ଲକ୍ଷ ଟଙ୍କା ବ୍ୟୟ ମଞ୍ଜୁରୀ ପାଇଁ ଅନୁମୋଦନ ମିଳିଛି। ଏଥିରେ ୧୦୦ ଶଯ୍ୟା ବିଶିଷ୍ଟ ମେଡିକାଲ କଲେଜ ଏବଂ ୫୦୦ ଶଯ୍ୟା ବିଶିଷ୍ଟ ମେଡିକାଲ ନିର୍ମାଣ କରାଯିବ। ଏହି ପ୍ରକଳ୍ପ ନିର୍ମାଣ ପାଇଁ L&T କୁ ଦାୟିତ୍ୱ ଦିଆଯାଇଛି ଓ ଆସନ୍ତା ୩୬ ମାସ ମଧ୍ୟରେ ନିର୍ମାଣ ଶେଷ କରାଯିବ ।
ଏହି ପ୍ରକଳ୍ପ ଆଜି ମଞ୍ଜୁରୀ ପାଇବା ପରେ ଜିଲ୍ଲାରେ ଖୁସିର ଲହରୀ ଖେଳିଯାଇଛି। ଯାଜପୁର ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମା ବିରଜା ମନ୍ଦିର ରେ ସମୂହ ଦୀପ ଦାନ, ବୈତରଣୀ ନଦୀରେ ଆଳତି ଅର୍ପଣ କରାଯାଇଛି। ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…
ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…
ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…
ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…
ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…
ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…