ପ୍ରଦୂଷଣ ପ୍ରସଙ୍ଗ ନେଇ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

କେନ୍ଦୁଝର(କେନ୍ଯୁଜ୍) : ପ୍ରଦୂଷଣ ପ୍ରସଙ୍ଗ ନେଇ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଦୂଷଣ କମାଇବାକୁ ନ୍ୟାସନାଲ ଏନ୍‌ଭରନ୍‌ମେଣ୍ଟ ଇଞ୍ଜିନିୟରିଂ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ନିରୀ, ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟକୁ ରିପୋର୍ଟ ଦେଇଥିଲା। ଏହାକୁ ପାଳନ କରିବାକୁ ଖଣିଜ ବହୁଳ ଜିଲ୍ଲାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ଶାସନ ସଚିବ। ଏନେଇ ଜିଲ୍ଲାପାଳଙ୍କ ବୈଠକରେ ଆଲୋଚନା ହୋଇଥିଲା। ଯେଉଁଥିରେ ବହୁ ଖଣି ମାଲିକ ଯୋଗ ଦେଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.