Categories: ରାଜ୍ୟ

ଆଜି ଏସଆଇଟି ବୈଠକ, ଯୋଗଦେଇଛନ୍ତି କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗର ଅଧିକାରୀ

କଟକ(କେନ୍ୟୁଜ୍) : କଟକରେ ଚାଲିଛି କଳାଧନ ପ୍ରସଙ୍ଗରେ ଗଠିତ ସ୍ୱତନ୍ତ୍ର ଅନୁଧ୍ୟାନକାରୀ ଟିମ୍‌-ଏସଆଇଟି ବୈଠକ । SIT ଉପାଧ୍ୟକ୍ଷ ଜଷ୍ଟିସ୍‌ ଅରଜିତ ପଶାୟତ ବୈଠକରେ ସାମିଲ ହୋଇଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଛନ୍ତି । ପୋଲିସ ଡିଜି ଡାକ୍ତର ଆର. ପି ଶର୍ମା ମଧ୍ୟ ବୈଠକରେ ସାମିଲ ହୋଇଛନ୍ତି । ଗତବର୍ଷ ଜୁନ୍‌ ୧୬ରେ ଶେଷ ଥର ପାଇଁ ଏସ୍‌ଆଇଟି ବୈଠକ ବସିଥିଲା । ଏଯାଏ SIT ର ୭ଟି ବୈଠକ ଓଡ଼ିଶାରେ ବସିଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ କଳାଧନ ପ୍ରସଙ୍ଗରେ ଏସଆଇଟି ଗଠନ ହୋଇଛି ।

KNews Bureau

Recent Posts

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

12 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

12 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

16 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

39 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

47 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

53 mins ago