ପୁରୀ: ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗରେ ଆଜିଠୁ ବିିଭିନ୍ନ ନିଯୋଗ ସହ ବୈଠକ । ଦିନ ୧୧ଟାରେ ଭିଡିଓ କନ୍ଫରେନ୍ସିଂରେ ପ୍ରଥମ ବୈଠକ କରାଯିବ । ବିଭିନ୍ନ ବର୍ଗର ଲୋକଙ୍କ ସହ ଆଲୋଚନା ହେବ । ସେବକ ନିଯୋଗ କର୍ମକର୍ତ୍ତା ଓ ବରିଷ୍ଠ ସେବାୟତଙ୍କ ମତାମତ ସଂଗ୍ରହ କରାଯିବ । ଏହା ପରେ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ଏହି ବୈଠକ ଚାଲିବ । ୬ ଦିନ ପର୍ଯ୍ୟନ୍ତ ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ହେବ । ଖୋଲିବା ପ୍ରସଙ୍ଗରେ ୧୦ ଦିନ ଭିତରେ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲାପାଳ ରିପୋର୍ଟ ଦାଖଲ କରିବେ ।
ଗତକାଲି ରାଜ୍ୟର ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ନେଇ ଶ୍ରୀମନ୍ଦିର ପ୍ରଶାସନ ସମେତ ରାଜ୍ୟର ବଡ଼ ବଡ଼ ମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। କୋଭିଡ଼ କଟକଣା ଭିତରେ କେମିତି ମନ୍ଦିର ଖୋଲିହେବ, ସେଥିପାଇଁ ସବୁ ପକ୍ଷଙ୍କ ସହ ଆଲୋଚନା କରି ୧୦ ଦିନ ଭିତରେ ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳମାନଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…