ବାତ୍ୟା ଫନିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସା। ସଫଳତାର ସହ ବାତ୍ୟା ମୁକାବିଲା କରିଥିବାରୁ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି ଜମ୍ମୁ-କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି। ‘ସାରା ଦେଶର ନଜର ନିର୍ବାଚନ ଉପରେ ଥିଲାବେଳେ ନବୀନଙ୍କ ନଜର ‘ଫନି’ ଉପରେ ଥିଲା। ଓଡ଼ିଶା ମୁଖ୍ୟମନ୍ତ୍ରୀ କମ୍ କ୍ଷତି ଉପରେ ଗୁରୁତ୍ୱ ଦେଇଥିଲେ। ନବୀନ ଜଣେ ସରଳ ସଚୋଟ ଓ କଠିନ ପରିଶ୍ରମୀ ମଣିଷ ବୋଲି ମେହେବୁବା ମୁଫ୍ତି କହିଛନ୍ତି। ସେହିପରି ଅଭିନେତା କମଲ ହସନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ବେଶ୍ ପ୍ରଶଂସା କରିଛନ୍ତି । ଅନ୍ୟ ରାଜ୍ୟ ପାଇଁ ଏହା ଏକ ଉଦାହରଣ । ଏହା ଦ୍ୱାରା ରାଜ୍ୟ ସରକାରଙ୍କ ଖ୍ୟାତି ବଢିଲା ବୋଲି କମଲ ହାସନ କହିଛନ୍ତି।
ଆମେରିକାରେ ଫାଦର୍ସ ଡେ ରେ ଆୟୋଜିତ ହେଇଥିବା କାର୍ଯ୍ୟକ୍ରମରେ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ବିମାନରେ ଥିବା…
ପୋଲସରା(କେନ୍ୟୁଜ): ଅସହ୍ୟ ଗରମରେ ଭକ୍ତମାନେ ଛୁଟି ଆସିଛନ୍ତି ମନ୍ଦିର । ମା’ଙ୍କ ଅପୂର୍ବ ଆଳତି ଦର୍ଶନ କରିବାର ସୌଭାଗ୍ୟ ନେଇଛନ୍ତି…
ଉତ୍ତର ପ୍ରଦେଶର ମେରଠରେ ଥିବା ଏକ ଓ୍ଵାଟର ପାର୍କରେ ଘଟିଛି ବଡ଼ ଦୁର୍ଘଟଣା । ଏଠାରେ ସ୍ଲାଇଡିଂ କରିବା ସମୟରେ…
କରଞ୍ଜିଆ : କେନ୍ଦୁଝର ଓ ମୟୂରଭଞ୍ଜରେ ୨୭ ଟିକିଆ ହାତୀପଲଙ୍କ ଉତ୍ପାତ । ଲୋକଙ୍କ ଆଖିରୁ ନିଦ ହଜି ଗଲାଣି…
ମୋହନା : ଗଜପତି ଜିଲ୍ଲା ମୋହନା ଖାରୀଗୁଡା- ଲେକାପଦର ଗାଁ ନିକଟରୁ ୧୫ ଫୁଟର ଅଜଗର ସାପ ଉଦ୍ଧାର କରିଛନ୍ତି…
ମହାରାଷ୍ଟ୍ରର ନାଗପୁରରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ କହ୍ନାନ ନଦୀ ବ୍ରିଜ୍ରେ ଏକ ଦ୍ରୁତଗାମୀ…