Below header

ଭୁବନେଶ୍ବର : ବିଟେକ୍ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ବର (କେନ୍ୟୁଜ୍) : ବିଟେକ୍ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ହତ୍ୟା ନା ଆତ୍ମହତ୍ୟା ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶ୍ରୀବିହର ଅଞ୍ଚଳରେ ରହୁଥିବା ଛାତ୍ରଙ୍କ ଭଡା ଘରୁ ତାଙ୍କ ମୃତଦେହ ମିଳିଛି। ସୂଚନା ଅନୁଯାୟୀ ଦୀର୍ଘ ସମୟ ଧରି ଘରର କବାଟ ବନ୍ଦ ହୋଇରହିଥିଲା। ସ୍ଥାନୀୟ ଲୋକେ ସନ୍ଦେହ କରି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଁଚି କବାଟ ଭାଙ୍ଗି ମୃତଦେହକୁ ଜବତ କରିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.