ରାଜ୍ୟ

ଖସୁନି ପାରଦ, ବଢ଼ୁଛି ତାତି: ୪୦ ଡିଗ୍ରୀ ଉପରେ ୯ ସହର ତାପମାତ୍ରା

ଭୁବନେଶ୍ୱର (କେନ୍ୟୁଜ): ବଢ଼ୁଛି ପାରଦ, ଜଳୁଛି ସହର । ୪୦ ଡିଗ୍ରୀ ଉପରେ ୯ ସହର ତାପମାତ୍ରା । ବଲାଙ୍ଗୀର ଓ ବୌଦ୍ଧରେ ସର୍ବାଧିକ ୪୧.୫ ଡିଗ୍ରୀ ରେକର୍ଡ କରାଯାଇଛି । ଝାରସୁଗୁଡାରେ ୪୧.୪ ଡିଗ୍ରୀ ଥିବା ବେଳେ ବାରିପଦା ଓ ଟିଟିଲାଗଡ଼ ୪୧ ଡିଗ୍ରୀ ରହିଛି ପାରଦ । ଅନୁଗୁଳ, ତାଳଚେର ଓ ସମ୍ବଲପୁରରେ ୪୦ ଡିଗ୍ରୀ ରହିଛି ତାପମାତ୍ରା ଓ ସମ୍ବଲପୁରଠାରେ ୪୦.୨ ଡିଗ୍ରି ରେକର୍ଡ ହୋଇଛି ।

ଏଥିସହ ସୁନ୍ଦରଗଡ଼, ହୀରାକୁଦ, ଭବାନୀପାଟଣା ଓ ମାଲକାନଗିରି ତାପମାତ୍ରା ମଧ୍ୟ ୪୦ ଡିଗ୍ରି ପାଖାପାଖି ରହିଛି । ଫଳରେ ଅଧା ଓଡ଼ିଶା ପ୍ରଚଣ୍ଡ ରୌଦ୍ରତାପ ସହୁଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମଧ୍ୟ ଏହି ତାତି ଜାରି ରହିବ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି

Barsha

Recent Posts

ଆଜିର ରାଶିଫଳ : ରାଶି ଅନୁସାରେ ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ନିଜକୁ ଶକ୍ତିବାନ୍‌ ଅନୁଭବ କରିବେ । ପାରିବାରିକ ସୁଖ, ଶାନ୍ତି ରହିବ । ସମ୍ପତ୍ତି ବିବାଦରେ ବିଜୟ…

3 hours ago

ନିଜ ସ୍ଥାନ ବଜାୟ ରଖିଛନ୍ତି ତିନି ମନ୍ତ୍ରୀ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): ମୋଦି ସରକାରର ନିଜ ସ୍ଥାନ ବଜାୟ ରଖିଛନ୍ତି ଓଡ଼ିଶାର ତିନି ମନ୍ତ୍ରୀ । ଅପରିବର୍ତ୍ତିତ ରହିଛି ଧର୍ମେନ୍ଦ୍ର ପ୍ରଧାନ,…

5 hours ago

କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅବଦାନ ଅତୁଳନୀୟ : ସୁରେଶ ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍‌): କନ୍ଧମାଳ ବିକାଶରେ ଡ. ଅଚ୍ୟୁତ ସାମନ୍ତଙ୍କର ଅନେକ ଅବଦାନ ରହିଛି । କେଵଳ କନ୍ଧମାଳ କାହିଁକି ଭୁବନେଶ୍ୱରର ମର୍ଯ୍ୟାଦା…

6 hours ago

ଚୋରା ଚାଲାଣ ବେଳେ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଦୁଇ ମାଫିଆ ଗିରଫ

ଲମତାପୁଟ: ମାଛକୁଣ୍ଡ ପୋଲିସର ବଡ଼ ସଫଳତା । ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ମାଛକୁଣ୍ଡ ପୋଲିସ ।…

6 hours ago

ପାରିବାରିକ ବିବାଦ ନେଲା ଉଗ୍ରରୂପ, ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ

ବାସୁଦେବପୁର: ଜମିଜମା ବିବାଦକୁ ନେଇ ତୁମୁଳକାଣ୍ଡ । ଘରେ ଲଗାଇଦେଲେ ନିଆଁ । ସାନ ଭାଇର ଘରକୁ ପୋଡ଼ିଦେଲା ବଡ଼ଭାଇ…

6 hours ago

ମୋଦିଙ୍କ ୩-୦ କ୍ୟାବିନେଟରେ କାହାକୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ: ମୋଦିଙ୍କ ତୃତୀୟ ଇନିଂସରେ ମନ୍ତ୍ରୀମାନେ ଶପଥ ନେବା ପରେ ଆଜି ସେମାନଙ୍କ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ…

7 hours ago