Below header

୨୪ ଘଣ୍ଟା ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା,୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

କେନ୍ୟୁଜ(ବ୍ୟୁରୋ): ୨୪ ଘଣ୍ଟା ଯାଏଁ ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର । ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଭବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.