ଆଗାମୀ ୩ ଘଣ୍ଟା ଭିତରେ ଓଡିଶାର ୭ ଜିଲ୍ଲାକୁ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ଆଗାମୀ ୩ ଘଣ୍ଟା ଭିତରେ ଓଡିଶାର ୭ ଜିଲ୍ଲାକୁ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ୱାର୍ଣ୍ଣିଂ। ସନ୍ଧ୍ୟା ୭ଟା ମଧ୍ୟରେ ସତର୍କ ରହିବାକୁ ଭୁବନେଶ୍ବରର ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କୋରାପୁଟ, ଗଜପତି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲା ରହିଛି।

ଗତକାଲି ପରି ଆଜି ମଧ୍ୟ ଶିମିଳିପାଳର କିଛି ସ୍ଥାନରେ କୁଆ ପଥର ସହ ବର୍ଷା ହୋଇଛି। ବର୍ଷା ପରେ କିଛି ସ୍ଥାନରେ ନିଆଁ ଲିଭି ଯାଇଥିବାର ସୂଚନା ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.