କେନ୍ୟୁଜ୍(ବ୍ୟୁରୋ): ୨୪ ଘଣ୍ଟା ପାଇଁ ୧୬ ଜିଲ୍ଲାକୁ ଝଡ଼ବର୍ଷାର ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ, କେଉଁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ଝଡବର୍ଷା ସହ ବଜ୍ରପାତ ହୋଇପାରେ।
ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ସେହିପରି ନବରଙ୍ଗପୁର, କୋରାପୁଟ, ମାଲକାନଗିରିର କିଛି ଅଞ୍ଚଳରେ ଝଡବର୍ଷା ସହ କୁଆପଥର ମାଡ଼ ମଧ୍ୟ ହୋଇପାରେ।
ମେଣ୍ଟାଲ ହେଲଥ୍ ଏବଂ ଇମୋସନ୍ ପାଇଁ ବ୍ରେକଅପ୍ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…
ଆମ୍ବର ଦାମ ଅଢେଇ ଲକ୍ଷ ଟଙ୍କା । ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସମ୍ପୂର୍ଣ୍ଣ ସତ । ଏକ…
କୋଚିନ ସିପୟାର୍ଡ ଲିମିଟେଡ ତରଫରୁ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହା ଅନୁଯାୟୀ ୩୦ରୁ ଅଧିକ ପଦବୀରେ…
ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ସିରିଜ୍ ଦୁର୍ଘଟଣା । ଭୁବନେଶ୍ବର ସତସଙ୍ଗ ବିହାର ନିକଟରେ ଘଟିଛି ଏହି ଦୁର୍ଘଟଣା । ପ୍ରଥମେ…
ଟି-୨୦ ବିଶ୍ବକପ ମହାକୁମ୍ଭ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ଆମେରିକା ଓ କାନାଡା । ଏହି…
ନରସିଂହପୁର(କେନ୍ୟୁଜ୍): ପରକୀୟା ପ୍ରୀତିକୁ ନେଇ ଥାନାରେ ଆସି ମାମଲା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ନରସିଂହପୁର…