ରାଜ୍ୟ

୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଓ ଘଡ଼ଘଡ଼ି ଆଶଙ୍କା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆଜିଠୁ ଆସନ୍ତା ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଓ ଘଡ଼ଘଡ଼ି, ବଜ୍ରପାତ ଆଶଙ୍କା । ୨୪ ଘଣ୍ଟା ପାଇଁ ୮ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ଥିବା କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୫ଦିନ ଯାଏ ସର୍ବୋଚ୍ଚ ତାପମାତ୍ରାରେ ବଡ଼ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସରୁ ଅଧିକ ରହିପାରେ । ସେହିପରି ଆଉ କିଛି ସ୍ଥାନରେ ସ୍ୱାଭାବିକ ତାମପାତ୍ରାର ଠାରୁ ୨ରୁ ୩ ଡିଗ୍ରି ସେଲସିୟସ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

 

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

3 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

11 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

27 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

60 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago