ରାଜ୍ୟ

୨୧ରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ଖରାରୁ ମିଳିବ ତ୍ରାହି । ଆସନ୍ତାକାଲିଠୁ ବର୍ଷା ସମ୍ଭାବନା । ୨୧ରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବଙ୍ଗୋପାସାଗରରୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟକୁ ପ୍ରବେଶ ବୃଦ୍ଧି ସମ୍ଭାବନା ରହିଛି । ତେଣୁ ଆଗାମୀ ୪-୫ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି । ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ଦ୍ୱାରା କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ଆସନ୍ତାକାଲି ଗଞ୍ଜାମ, ଗଜପତି, ରାୟଗଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ସେହିପରି ୨୨ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ମାମଲକାନଗିରି, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱରରେ ବର୍ଷା ସମ୍ଭାବନା ରହିଛି । ୨୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ : ଆଜି ଆପଣଙ୍କ ଦ୍ୱାରା କିଛି ଭୁଲ ହୋଇପାରେ । ଘରେ ସମସ୍ତଙ୍କ ସହିତ ଭଲ ବ୍ୟବହାର କରନ୍ତୁ,…

4 hours ago

ଶ୍ରୀମନ୍ଦିର ପରିସରରେ ଥିବା କୂଅରେ ପଡିଲେ ଶ୍ରଦ୍ଧାଳୁ, ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସୁରକ୍ଷିତ ଉଦ୍ଧାର

ଶ୍ରୀମନ୍ଦିର ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଶ୍ରଦ୍ଧାଳୁ ଆନନ୍ଦବଜାରର ଉତ୍ତର ପାର୍ଶ୍ଵରେ ଥିବା ଏକ…

6 hours ago

ବିବାହ ଷ୍ଟେଜ୍‌ରେ କନିଆଁଙ୍କୁ ଚୁମ୍ବନ ଦେଇ ହଟହଟା ହେଲେ ବର

ଉତ୍ତରପ୍ରଦେଶରୁ ସମ୍ନାକୁ ଆସିଛି ଏକ ଅଜବ ଘଟଣା । ବାହାଘର ଚାଲିଥିବା ବେଳେ କନିଆଁକୁ ଚୁମା ଦେଇ ମାଡ଼ ଖାଇଲେ…

8 hours ago

ପୋଲିସ-ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ, ୭ ହାର୍ଡ କୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ।…

8 hours ago

ଗାଈର ଡକାରରୁ ତିଆରି ହେଉଛି ହୀରା, କିପରି କାଣନ୍ତୁ…

ଆମ ସଂସ୍କୃତି, ପରମ୍ପରାରେ ଗାଈକୁ ପୂଜା କରାଯାଏ । ଗାଈ ଦେହରେ ଥାଆନ୍ତି ୩୩ କୋଟି ଦେବତା । ସେଥିପାଇଁ…

8 hours ago

୨ ହାତୀଦାନ୍ତ ଜବତ, ୧୧ ଗିରଫ

ରାଉରକେଲା : ୨ ହାତୀଦାନ୍ତ ଜବତ, ୧୧ ଗିରଫ । କୋର୍ଟ ଚାଲାଣ ହେଲେ ଗିରଫ ଅଭିଯୁକ୍ତ । ରାଉରକେଲା…

8 hours ago