Categories: ରାଜ୍ୟ

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାଁ ନେଇ ବ୍ଲାକମେଲିଂ ଅଭିଯୋଗ, ଅଭୁଯୁକ୍ତକୁ ଗିରଫ କଲା ବରଗଡ଼ ପୋଲିସ

ବରଗଡ(କେନ୍ୟୁଜ୍):  ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାଁରେ ବ୍ଲାକମେଲିଂ ଅଭିଯୋଗ । ବିଭିନ୍ନ ସରକାରୀ ଅଧିକାରୀଙ୍କଠାରୁ ଟଙ୍କା ଆଦାୟ ଅଭିଯୋଗରେ ଜଣେ ଅଭୁଯୁକ୍ତକୁ ଗିରଫ କରିଛି ବରଗଡ଼ ପୋଲିସ । ଅଭିଯୁକ୍ତ ହେଲେ ଦେବଗଡ଼ ପ୍ରଭାଶୁଣି ଗାଁର ସୁଶାନ୍ତ କୁମାର ରଣଜିତ୍‌ । ତାକୁ କୋରାପୁଟ ଜୟପୁରରୁ ଗିରଫ କରାଯାଇଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବରଗଡ଼ ଏସ୍‌ପି ପଦ୍ମିନୀ ସାହୁ । କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଅନୁଗୁଳ ଜିଲ୍ଲାର ସରକାରୀ ଅଧିକାରୀଙ୍କୁ ଫୋନ୍‌ କରି ମନ୍ତ୍ରୀ ସୁଶାନ୍ତ ସିଂ ବୋଲି ପରିଚୟ ଦେଇ ଟଙ୍କା ମାଗୁଥିଲା । ସୋହେଲାର ଗଣତନ୍ତ୍ର ପ୍ରଧାନଙ୍କ ଅଭିଯୋଗ ଅନୁସାରେ ସୋହେଲା ଥାନାରେ ମାମଲା ରୁଜୁ ହୋଇଥିଲା । ଅଭିଯୁକ୍ତ ନିକଟରୁ ପାସ୍‌ବୁକ୍‌, ଚେକ୍‌ବୁକ୍‌ ଓ ମୋବାଇଲ ଆଦି ଜବତ ହୋଇଛି ।

 

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

9 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

18 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

53 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago