ରାଜ୍ୟ

ଦାରିଙ୍ଗବାଡ଼ିରେ ମୃଦୁ ଭୂମିକମ୍ପ ଅନୁଭୂତ! ଲୋକଙ୍କ ଭିତରେ ଭୟର ବାତାବରଣ

ଦାରିଙ୍ଗବାଡ଼ି(କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତକାଲି ରାତି ପ୍ରାୟ ୧୧.୩୫ ସମୟରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଯାଇଛି । ଯାହାକି ଦାରିଙ୍ଗବାଡ଼ିରେ କିଛି ସମୟ ପାଇଁ ଲୋକମାନଙ୍କ ଭିତରେ ଭୟ ସୃଷ୍ଟି କରିଥିଲା । ଲୋକେ ରାତିରେ ଘର ଛାଡ଼ି ପଦାକୁ ବାହାରି ଆସିଥିଲେ ।

ଖାଲି ସେତିକି ନୁହେଁ କିଛି ଟା ଘରର କାନ୍ଥ ଫାଟିଥିବାର ମଧ୍ୟ ଦେଖିବାକୁ ମିଳିଛି । ଯାହାକି ଅଞ୍ଚଳବାସୀଙ୍କ ଭିତରେ ଭୟର ବାତାବରଣ ଖେଳାଇ ଦେଇଛି ।

Sonalisa

Recent Posts

ପ୍ରେମିକାକୁ ହତ୍ୟା କରି ଥାନାରେ ଆତ୍ମ ସମର୍ପଣ କଲେ ପ୍ରେମିକ, ପୋଲିସର ତନାଘନା

ରାୟଗଡା : କୁହନ୍ତି ପ୍ରେମ ଅନ୍ଧ । କିନ୍ତୁ ଏହି ପ୍ରେମ ବେଳେବେଳେ ଏମିତି ରୂପ ନେଇଥାଏ ଯାହା ବିଷୟରେ…

10 mins ago

ଗ୍ୟାଙ୍ଗଷ୍ଟର୍‌ ଅବୁ ସଲେମ୍‌ଙ୍କ ଜୀବନ ପ୍ରତି ବିପଦ ! ଅନ୍ୟ ଜେଲ୍‌କୁ ସ୍ଥାନାନ୍ତର ନ କରିବାକୁ କୋର୍ଟଙ୍କୁ ନିବେଦନ

ନିଜ ଜୀବନ ପ୍ରତି ବିପଦ ଆଶଙ୍କା କରିଛନ୍ତି କୁଖ୍ୟାତ ଗ୍ୟାଙ୍ଗ୍‌ଷ୍ଟର ଅବୁ ସଲେମ୍‌ । ବର୍ତ୍ତମାନ ସେ ଜେଲ୍‌ରେ ଅଛନ୍ତି…

12 mins ago

ଆପଣ ଜାଣନ୍ତି କି ଭାରତର କେଉଁ ରାଜ୍ୟରେ ସବୁଠାରୁ ଅଧିକ ରେଳ ନେଟୱର୍କ ରହିଛି?

ପ୍ରତ୍ୟେକ ବିକଶିତ ତଥା ବିକାଶଶୀଳ ଦେଶରେ ରେଳ ନେଟୱାର୍କ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ଯଦି ଆମେ ଭାରତୀୟ ରେଳ ନେଟୱାର୍କ ବିଷୟରେ…

38 mins ago

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା, ମୁତୟନ ହେବେ ୬୭ ପ୍ଲାଟୁନ ପୋଲିସ ଫୋର୍ସ, ୨ ଡିଆଇଜିଙ୍କୁ ଦାୟିତ୍ବ

ଭୁବନେଶ୍ୱର :  ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସ ପକ୍ଷରୁ…

41 mins ago

ସରିଲା ବାଣପୁର ଆନ୍ତର୍ଜାତୀୟ ଆଦିବାସୀ ଯୁବ ସାଂସ୍କୃତିକ ମହୋତ୍ସବ

ବାଲୁଗାଁ (କେନ୍ୟୁଜ) : ସରିଲା ବାଣପୁରର ଆନ୍ତର୍ଜାତୀୟ ଆଦିବାସୀ ଯୁବ ସାଂସ୍କୃତିକ ମହୋତ୍ସବ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଐତିହାସିକ…

48 mins ago

କୋଲକାତାରେ ରେଷ୍ଟୁରାଣ୍ଟ ଜଳି ପାଉଁଶ, ଭୟଙ୍କର ନିଆଁ ଦେଖି ରାସ୍ତାକୁ ଦୌଡ଼ିଲେ ଲୋକେ

ପଶ୍ଚିମବଙ୍ଗ ରାଜଧାନୀ କୋଲକାତାରେ ଏକ ରେଷ୍ଟୁରାଣ୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ପାର୍କ ଷ୍ଟ୍ରିଟ୍‌ ଅଞ୍ଚଳରେ ଥିବା ଏହି ରେଷ୍ଟୁରାଣ୍ଟରେ…

1 hour ago