ରାୟଗଡ଼ା(କେନ୍ୟୁଜ୍): ଥମୁନି ଲଜ୍ଜା। ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ। ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଚାଟିକୋଣା ଗାଁରେ ଏହି ଅମାନୁଷିକ ଘଟଣା ଘଟିଛି। ଗାଁର ଦୁଇ ଜଣ ନାବାଳକ ଏହି ଘଟଣା ଘଟାଇଥିବା ଅଭିଯୋଗ ହୋଇଛି। ଏନେଇ ପରିବାର ପକ୍ଷରୁ ବିଷମକଟକ ଥାନାରେ ଏତଲା ଦିଆଯାଇଛି। ଅଭିଯୋଗ ଅନୁଯାୟୀ ଗତ ୧୭ ତାରିଖ ଦିନ ଘରେ କେହି ନଥିବାବେଳେ ସେହି ଗାଁର ଦୁଇ ଜଣ ନାବାଳକ ଘରୁ ଡାକିନେଇ ଦୁଷ୍କର୍ମ କରିଥିଲେ। ପୋଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ କରୁଛି।
ରିଲାଏନ୍ସ ଜିଓ ହେଉଛି ଦେଶର ସବୁଠାରୁ ବଡ ଟେଲିକମ୍ କମ୍ପାନୀ । ଟେଲିକମ୍ ସେକ୍ଟରରେ ଜିଓର ଅଧିକ ୟୁଜର ଅଛନ୍ତି…
ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଏହି ସମୀକ୍ଷା ବୈଠକ ହେବ । ଆସନ୍ତା 100 ଦିନ ଭିତରେ…
ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…
କେନ୍ୟୁଜ (ବ୍ୟୁରୋ) : ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ୍ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା…
ସମ୍ବଲପୁର : ବିଦ୍ୟୁତ ଆଘାତରେ ଦନ୍ତା ମୃତ। ସମ୍ବଲପୁର ସଦର ରେଞ୍ଜ ଫରେଷ୍ଟ ଡିଭଜନ ଯୁଯୁମୁରା ରେଞ୍ଜ ବସିଆପଡା ଗାଁରେ…
ନୂଆପଡ଼ା(କେନ୍ୟୁଜ): ଭୟଙ୍କର ସଡ଼କ ଦୁର୍ଘଟଣାରେ ଗଲା ୪ ଜୀବନ । ଦୁଇ ଜଣ ଗୁରୁତର ହୋଇ ଡାକ୍ତରଖାନରେ ଚିକିତ୍ସିତ ହେଉଛନ୍ତି…