ଭୁବନେଶ୍ବର(କେନ୍ୟୁଜ୍): କିଟ୍ର ୨୫ ବର୍ଷ ପୂର୍ତ୍ତି ରୌପ୍ୟ ଜୟନ୍ତୀ ପାଳନ ଅବସରରେ କିଟ୍ ଓ କିସ୍ ପକ୍ଷରୁ ରବିବାର ଏକ ମିନି ମାରାଥନ୍ର ଆୟୋଜନ କରାଯାଉଛି। ଏହି ମିନି ମାରାଥନ୍ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ୩୦ ଜିଲ୍ଲା ସଦର ମହକୁମାକୁ ମିଶାଇ ୩୫ଟି ସ୍ଥାନରେ ଆୟୋଜିତ ହେଉଥିବା ବେଳେ ଭାରତର ୨୫ଟି ସହର ଓ ବିଶ୍ୱର ୨୫ଟି ଦେଶରେ ଅନୁଷ୍ଠିତ ହେବ। ଏଥିପାଇଁ କିଟ୍ ଓ କିସ୍ ପକ୍ଷରୁ ବିଭିନ୍ନ ସ୍ଥାନରେ ବ୍ୟାପକ ପ୍ରସ୍ତୁତି କରାଯାଇଛି।
କିଟ୍ ଓ କିସ୍ ବହୁ ବର୍ଷ ଧରି ମିନି ମାରାଥନ୍ ଆୟୋଜନ କରିଆସୁଛି। କରୋନା ମହାମାରୀ ଯୋଗୁଁ ଗତ ଦୁଇ ବର୍ଷ ହେଲା ଏହି ମିନି ମାରାଥନ୍ ସ୍ଥଗିତ ରହିଥିଲା। ଚଳିତ ବର୍ଷ ପୁନର୍ବାର ମିନି ମାରାଥନ୍ ଆୟୋଜନ କରାଯାଉଛି। ଆସନ୍ତାକାଲି ସକାଳ ୬ଟା ସମୟରେ ଭୁବନେଶ୍ୱରର ସାଣ୍ଡି ଟାୱାର ହୋଟେଲ୍ ନିକଟରୁ ଏହି ମିନି ମାରାଥନ୍ ଆରମ୍ଭ ହୋଇ ସକାଳ ୭ଟା ସମୟରେ କିଟ୍ କ୍ରିକେଟ୍ ଷ୍ଟାଡିୟମରେ ଶେଷ ହେବ ଏହି ମିନି ମାରାଥନ୍। ଏଥିରେ କିଟ୍ ଓ କିସ୍ର ଛାତ୍ରଛାତ୍ରୀ, କର୍ମଚାରୀ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ସମାଜର ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଅଂଶ ଗ୍ରହଣ କରିବେ।
ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…
ଏଲନ୍ ମସ୍କଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ଭାରତରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । X କର୍ପ ଏପ୍ରିଲ…
ଭୁବନେଶ୍ୱର(କେନ୍ୟୁଜ୍): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…
ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…
ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…
ଭୁବନେଶ୍ୱର(କେନ୍ୟୁଜ୍): ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି…