ଭଞ୍ଜନଗର(କେନ୍ୟୁଜ୍): ଭାରସାମ୍ୟ ହରାଇ ପୋଖରୀ ଭିତରେ ପସିଗଲା ଯାତ୍ରୀବାହି ମିନିବସ୍ । ଅଳ୍ପକେ ବର୍ତ୍ତିଲେ ସମସ୍ତ ଯାତ୍ରୀ। ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ଗଂଜାମ ଜିଲ୍ଲା ଆସିକା-କବିସୂର୍ଯ୍ୟନଗର କୋଟିନଡା ଫାଣ୍ଡି ନିକଟ ରାସ୍ତାରେ ଘଟିଛି ଏଭଳି ଘଟଣା । ମିନିବସଟି କବିସୂର୍ଯ୍ୟନଗରରୁ ଆସିକା ଅଭିମୁଖେ ଯାଉଥିଲା ।
ସେହି ସମୟରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ପୋଖରୀ ଭିତରକୁ ବସଟି ପସିଯାଇଥିବା ଜଣାପଡିଛି । ବସରେ ପ୍ରାୟ ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଥିଲେ । ଘଟଣା ସ୍ଥଳରେ ଆସିକା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…