ଚାରିଦିନିଆ କନ୍ଧମାଳ ଗସ୍ତରେ ଥିବାବେଳେ ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ, ଏୟାରଲିଫ୍ଟ ହେବେ ଭୁବନେଶ୍ୱର

କନ୍ଧମାଳ (କେନ୍ୟୁଜ): ଚାରିଦିନିଆ କନ୍ଧମାଳ ଗସ୍ତରେ ଥିବାବେଳେ ପଂଚାୟତ ରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର । ଜ୍ୱର ଓ ଉଚ୍ଚ ରକ୍ତଚାପ ରେ ପୀଡିତ ହୋଇଥିବାରୁ ଗସ୍ତ କାର୍ଯ୍ୟକ୍ରମକୁ ଅଧାରୁ ବାତିଲ କରାଯାଇଛି । ମନ୍ତ୍ରୀ ପ୍ରତାପ ଜେନା ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବାର ସୂଚନା ମିଳିଛି। ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟର ଡାକ୍ତରୀ ଦଳ ପହଞ୍ଚି ଚିକିତ୍ସା ଆରମ୍ଭ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.