ୟୁକ୍ରେନ ଓ ଋଷିଆ ଯୁଦ୍ଧ ଯୋଗୁଁ ଯେପରି ନହୁଏ କଳାବଜାରୀ, ଏସବୁ ରୋକିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ବର(କେନ୍ଯୁଜ୍): ୟୁକ୍ରେନ ଓ ଋଷିଆ ଯୁଦ୍ଧ ପରିପ୍ରେକ୍ଷୀରେ ଖାଇବା ତେଲ, ବିଶେଷ ଭାବେ ସୂର୍ଯ୍ୟମୁଖୀ ତେଲର ଅହେତୁକ ମୂଲ୍ୟ ବୃଦ୍ଧିର ଆଶଙ୍କା ରହିଛି।

tweet

କୃତ୍ରିମ ସଙ୍କଟ ଓ କଳାବଜାରୀ ରୋକିବା ସହ ଖାଇବା ତେଲର ଅନବରତ ଯୋଗାଣ ପାଇଁ ବିଭାଗୀୟ ଅଧିକାରୀଙ୍କ ସହ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି। କଳାବଜାରୀ ରୋକିବାକୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଡିଲର ଓ ଷ୍ଟକିଷ୍ଟଙ୍କ ସହ ଆଲୋଚନା କରିବାକୁ କୁହାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.