Below header

ପଞ୍ଚାୟତ ନିର୍ବାଚନ ଠିକ୍‌ ସମୟରେ ହେବ : ମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ୍‌) : ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ । ଯଥା ସମୟରେ ନିର୍ବାଚନ ହେବ । ଖୁବ ଶୀଘ୍ର ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନ ସଂପର୍କରେ ନିର୍ବାଚନ କମିଶନଙ୍କୁ ଅବଗତ କରାଇବେ । ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ସଂପର୍କରେ ମଧ୍ୟ ଜଣାଇ ଦିଆଯିବ ବୋଲି ପଞ୍ଚାୟତିରାଜ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.