ପେଥାଇ ବର୍ଷାରେ ନଷ୍ଟ ବହୁ ଫସଲ, କ୍ଷୟକ୍ଷତିର ରିପୋର୍ଟ ମାଗିଲେ ମନ୍ତ୍ରୀ

ଭୁବନେଶ୍ବର (କେନ୍ୟୁଜ୍) : ବାତ୍ୟା ପେଥାଇରେ ଫସଲ କ୍ଷୟକ୍ଷତି ନେଇ ଜିଲ୍ଲାପାଳଙ୍କୁ ରିପୋର୍ଟ ତଲବ । ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି ପେଥାଇ ପ୍ରଭାବରେ କ୍ଷୟକ୍ଷତି ନେଇ ରିପୋର୍ଟ ମାଗିଛନ୍ତି । ବର୍ଷା ପ୍ରଭାବରେ ବହୁ ଫସଲ ନଷ୍ଟ ହୋଇଛି ।

pethai loss

ରିପୋର୍ଟ ମିଳିବା ପରେ ସହାୟତା ରାଶି ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଗତକାଲି ଜିଲ୍ଲାପାଳମାନଙ୍କୁ ରିପୋର୍ଟ ମଗାଯାଇଥିବା ନେଇ ସୂଚନା ଦେଇଥିଲେ ରିଲିଫ୍ କମିଶନର ବିଷ୍ଣୁପଦ ସେଠୀ । ରିପୋର୍ଟ ଆସିବା ପରେ SDRF ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ ବୋଲି ସେ କହିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.