ରାଜ୍ୟ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ ନେଇ ପ୍ରକ୍ରିୟା ଆରମ୍ଭ: ବାଚସ୍ପତିଙ୍କ ସମେତ ସବୁ ମନ୍ତ୍ରୀ ଇସ୍ତଫା ଦେଲେ

ଭୁବନେଶ୍ବର(କେନ୍ୟୁଜ୍‌): ରାଜ୍ୟ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ ନେଇ ପ୍ରକ୍ରିୟା ଆରମ୍ଭ। ବାଚସ୍ପତି ପଦରୁ ଇସ୍ତଫା ଦେଲେ ସୂର୍ଯ୍ୟନାରାୟଣ ପାତ୍ର। ଉପବାଚସ୍ପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି।

ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବଦଳିବା ନେଇ ଚର୍ଚ୍ଚା। ସେହିପରି ପଦ୍ମିନୀ ଦିଆନ ଓ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବଦଳିବା ନେଇ ଚର୍ଚ୍ଚା ଲାଗିରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.