ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ ନେଇ ପ୍ରକ୍ରିୟା ଆରମ୍ଭ। ବାଚସ୍ପତି ପଦରୁ ଇସ୍ତଫା ଦେଲେ ସୂର୍ଯ୍ୟନାରାୟଣ ପାତ୍ର। ଉପବାଚସ୍ପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି।
ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବଦଳିବା ନେଇ ଚର୍ଚ୍ଚା। ସେହିପରି ପଦ୍ମିନୀ ଦିଆନ ଓ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବଦଳିବା ନେଇ ଚର୍ଚ୍ଚା ଲାଗିରହିଛି।
ରାଜଧାନୀ ଦିଲ୍ଲୀର ପ୍ରେମ୍ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…
ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…
ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…