Categories: ରାଜ୍ୟ

ରାୟଗଡ଼ା: ନାବାଳକ ପୁଅ ଚଳାଇଲା କାର୍‌, ବାପା ଗଣିଲେ ୨୫ହଜାର ଟଙ୍କା ଜରିମାନା

ରାୟଗଡ଼ା : ନାବାଳକ ପୁଅ ଚଳାଇଲା କାର୍‌ ବାପା ଗଣିଲେ ଜରିମାନା। ବାପାଙ୍କୁ ୨୫ହଜାର ଟଙ୍କାର ଜରିମାନା ପରିବହନ ବିଭାଗକୁ ଦେବାକୁ ପଡିଛି। ରାୟଗଡ଼ା ସହରର କସ୍ତୁରୀ ନଗରରେ ରହୁଥିବା ସେକ୍‌ ତାପିରବୁଲ ତାଙ୍କ କାର୍‌ ଘର ବାହାରେ ରଖିଥିବା ସମୟରେ ପୁଅ ତାଙ୍କ ଅଜାଣତରେ ନେଇ ପଳାଇଥିଲା। ସାଙ୍ଗମାନଙ୍କ ସହ ମିଶି ରିଂ ରୋଡ ଅଭିମୁଖେ ଦ୍ରୁତ ଗତିରେ ଯାଉଥିବାବେଳେ ଭାରସାମ୍ୟ ହରାଇଥିଲେ। କିନ୍ତୁ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ଫଳରେ କିଛି ଲୋକ କାରକୁ ଅଟକାଇ ପୋଲିସ ଓ ପରିବହନ ବିଭାଗକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପରିବହନ ଅଧିକାରୀ ପହ଼ଞ୍ଚି କାରକୁ ଜବତ କରିବା ସହ ଜରିମାନା ଆଦାୟ କରିଥିଲେ।

KNews Bureau

Recent Posts

ଓଏସଆରଟିସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

4 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

11 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

12 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

30 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

55 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

59 mins ago