ସୁନ୍ଦରଗଡ଼ରେ ସାଙ୍ଘାତିକ କାଣ୍ଡ, ପୁଣି ଗଣଦୁଷ୍କର୍ମର ଶିକାର ହେଲେ ନାବାଳିକା

ସୁନ୍ଦରଗଡ଼: ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ । ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗ ହୋଇଛି । ଏକୋଇସିଆ ଭୋଜି ଖାଇ ଦୁଇ ସାଙ୍ଗଙ୍କ ସହ ଘରକୁ ଫେରୁଥିବା ବେଳେ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ୩ ଜଣ ଯୁବକଙ୍କ ସଂପୃକ୍ତି ଥିବା ଅଭିଯୋଗ ହୋଇଛି । ପରିବାର ପକ୍ଷରୁ ଅଭିଯୋଗ ପରେ ମାମଲା ରୁଜୁ କରି ପୋଲିସର ତଦନ୍ତ ଜାରି ରଖିଛି । ଅଭିଯୁକ୍ତ ମାନେ ପାଖ ଗାଁ ର ହୋଇଥିବା ସନ୍ଦେହ କରାଯାଉଛି । ସୁନ୍ଦରଗଡ଼ ଏସଡିପିଓ ତଳସରା ଥାନାରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।
ଆହୁରି ପଢ଼ନ୍ତୁ : ଗୁଣିଗାରେଡ଼ି ସନ୍ଦେହ ନେଲା ବ୍ୟକ୍ତିଙ୍କ ଜୀବନ, ୨୦ରୁ ଊର୍ଦ୍ଧ୍ବ ବ୍ୟକ୍ତି ଅଟକ