Below header

ବ୍ରହ୍ମପୁରରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା, ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ

ବ୍ରହ୍ମପୁର : ବ୍ରହ୍ମପୁର ମେରାଇ ଥାନା ଅଞ୍ଚଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଏହି ଘଟଣାରେ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ସ୍ଥାନୀୟ ଲୋକେ ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଏସ୍‌ପିଙ୍କୁ ଭେଟିଛନ୍ତି । ଗତ ୧୦ ତାରିଖରେ ନାବାଳିକାଙ୍କୁ ଅପହରଣ କରିବା ସହ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ମେଡିକାଲରେ ଭର୍ତ୍ତ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.