ଗଜପତି: ୯ବର୍ଷ ନାବାଳିକାକୁ ୧୬ ବର୍ଷର ନାବାଳକ ଦୁଷ୍କର୍ମ କରିଥିବା ଅଭିଯୋଗ, ଅଭିଯୁକ୍ତକୁ କଠୋର ଦଣ୍ଡ ଦେବାକୁ ଦାବି

ଗଜପତି(କେନ୍ୟୁଜ୍): ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ଗଜପତି ଜିଲ୍ଲା କାଶୀନଗର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଜଣେ ୯ବର୍ଷ ନାବାଳିକାକୁ ୧୬ ବର୍ଷର ନାବାଳକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ନାବାଳିକା ଜଣକ ଗୁରୁତର ଅବସ୍ଥାରେ ପାରଳାଖେମୁଣ୍ଡିରେ ଚିକିତ୍ସିତ ହେଉଛନ୍ତି । ପୋଲିସ ନାବାଳକର ଡାକ୍ତରୀ ମାଇନା କରିବା ସହ ତଦନ୍ତ କରୁଛି । ସେପଟେ ଅଭିଯୁକ୍ତ କଠୋର ଦଣ୍ଡ ଦେବାକୁ ଦାବି କରିଛନ୍ତି ନାବାଳିକାର ପରିବାର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.