ପୁରୀ: ଶ୍ରୀମନ୍ଦିର ସମ୍ମୁଖରେ ଘଟିଲା ଅଭାବନୀୟ ଘଟଣା। ଚପଲ ଷ୍ଟାଣ୍ଡ ନିକଟ ବାରିକେଡରେ ଫସିଗଲା ଶିଶୁ କନ୍ଯାର ମୁଣ୍ଡ। ଲୁହା ରଡ୍ ଫାଙ୍କରେ ମୁଣ୍ଡ ଭର୍ତ୍ତି କରୁଥିବାବେଳେ, ଫସିଗଲା ୪ ବର୍ଷର ଶିଶୁ କନ୍ୟା।
ପୋଲିସ ଓ ଅଗ୍ନିଶମ ବାହିନୀଙ୍କ ଉପସ୍ଥିତିରେ କଟରରେ ଲୁହାରଡ୍ କଟାଯିବା ପରେ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଥିଲା। ଶିଶୁଟି ଭବାନୀପାଟଣାରୁ ପରିବାର ସହ ଶ୍ରୀମନ୍ଦିର ଦର୍ଶନ ପାଇଁ ଆସିଥିବା ଜଣାପଡିଛି।
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…